Hebrews 3:11 — Compare Translations
7 translations compared side by side
Odia - 1840
"ଅତଏବ ମୁଁ କୋର୍ଧ ରେ ପ୍ରତିଜ୍ଞା କରି କହିଥିଲି - ସେ ଲୋକମାନେ କବେେ ହେଲେ ମାରେ ବିଶ୍ରାମସ୍ଥଳ ରେ303 ପ୍ରବେଶ କରିବେ ନାହିଁ।' ଗୀତସଂହିତା 95:7-11"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କ୍ରୋଧରେ ଶପଥ କଲି, ‘ମୁଁ ଯେଉଁ ଦେଶରେ ସେମାନେଙ୍କୁ ବିଶ୍ରାମ ଦେଇଥାନ୍ତି, ସେହି ଦେଶରେ ସେମାନେ ଆଦୌ ପ୍ରବେଶ କରିପାରିବେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି – ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮಾಜ್ಯಾ ರಾಗಾನ್ ಆನ್ ಘಾಲುನ್ ಮಿಯಾ ಮಟ್ಲೊ ಮಿಯಾ ತೆನಿ ಆರಾಮ್ ಘೆವ್ಕ್ ಮನುನ್ ತಯಾರ್ ಕರುನ್ ಥವಲ್ಲ್ಯಾ ಗಾಂವಾತ್ ಕನ್ನಾಚ್ ಭುತ್ತುರ್ ಗುಸಿನ್ಯಾತ್”.