Hebrews 3:12 — Compare Translations

7 translations compared side by side

Odia - 1840
"ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ବିଶ୍ୱାସୀ ଭାଇମାନେ, ସାବଧାନ, ତୁମ୍ଭମାନଙ୍କ ମଧ୍ୟରୁ କାହାରି ହୃଦୟ ଯେପରି ପାପ ଓ ଅବିଶ୍ୱାସରେ ପୂର୍ଣ୍ଣ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ବିମୁଖ ନ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ಹುರ್ಶಾಕಿತ್ ರ್‍ಹಾವಾ, ಝಿತ್ತ್ಯಾ ದೆವಾಕ್ನಾ ಧುರ್ ನ್ಹೆತಲೊ ಖೊಟೊ ಅನಿ ವಿಶ್ವಾಸಾನ್ ನಸಲ್ಲೊ ಮನ್ ತುಮ್ಚ್ಯಾ ಕೊನಾಚ್ಯಾ ಭುತ್ತುರ್ ರಾತಲೊ ನಕ್ಕೊ.