Hebrews 3:13 — Compare Translations
7 translations compared side by side
Odia - 1840
"କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। ଆଜିଦିନ' ରେ ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନ ରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧରୁ କେହି ଯେପରି ପାପ ଦ୍ୱାରା ପ୍ରତାରିତ ହୋଇ କଠିନ ହୃଦୟ ନ ହୁଅ, ଏଥିପାଇଁ ପରସ୍ପରକୁ ପ୍ରତିଦିନ ସାହାର୍ଯ୍ୟ କର। ପୁଣି ଧର୍ମଶାସ୍ତ୍ରରେ ଲିଖିତ ‘ଆଜି” ଶଦ୍ଦଟି ଯେ ପର୍ଯ୍ୟନ୍ତ ଆମ୍ଭେମାନଙ୍କ ପ୍ରତି ପ୍ରଯୁଜ୍ୟ, ସେ ପର୍ଯ୍ୟନ୍ତ ତାହା କରୁଥାଅ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಬದ್ಲಾಕ್, ಪವಿತ್ರ್ ಪುಸ್ತಕ್ ಪರ್ಕಾರ್ ಆಜ್ ಮನ್ತಲೊ ದಿಸ್ ತುಮ್ಕಾ ರ್ಹಾಯ್ ಪತರ್ ಕನ್ನಾಬಿ ಎಕಾಮೆಕಾಕ್ನಿ ಉಮ್ಮೆದ್ ದಿವಾ. ಅಶೆ ಪಾಪಾಂಚ್ಯಾ ಪಾಸ್ಯಾತ್ ಪಡುನ್ ಅಪ್ನಾಚೊ ಮನ್ ತೆನಿ ನಿಶ್ಟುರ್ ಕರುನ್ ಘೆವ್ನಾಸಿ ಸಾರ್ಕೆ ತುಮಿ ರಾಕ್ತ್ಯಾಶಿ;