Hebrews 3:14 — Compare Translations
7 translations compared side by side
Odia - 1840
"କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଆମେ ଶେଷ ପର୍ଯ୍ୟନ୍ତ ଆମ୍ଭମାନଙ୍କର ଆଦ୍ୟ ବିଶ୍ୱାସରେ ଅଟଳ ରହୁ, ତେବେ ଆମେ ସମସ୍ତେ ଖ୍ରୀଷ୍ଟଙ୍କ ଅଂଶୀଦାର ହୋଇ ପାରିବା।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅದ್ದಿ ಅಮ್ಕಾ ಗಾವಲ್ಲೆ ವಿಶ್ವಾಸಿಪಾನ್ ಅಮಿ ಸರ್ತ್ಯಾ ಎಳಾರ್ ಪತರ್ ಸಂಬಾಳುನ್ ಘೆವ್ನ್ ಜಾತಾಂವ್ ಮನ್ತಲ್ಯಾ ಗೊಸ್ಟಿ ವೈನಾ ಅಮಿ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ವಾಟೊ ಘೆತಲೆ ಹೊಲಾಂವ್.