Hebrews 3:16 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ବାକ୍ଯ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମାଶାଙ୍କେ ଦ୍ବାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସହେି ଲୋକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ଵାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେସମସ୍ତେ କଅଣ ନୁହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ବାଣୀ ଶୁଣି ସୁଦ୍ଧା ଯେଉଁମାନେ ତାଙ୍କ ପ୍ରତି ବିଦ୍ରୋହାଚରଣ କଲେ, ସେମାନେ କିଏ? ଯେଉଁମାନଙ୍କୁ ମୋଶା ମିଶର ଦେଶରୁ କଢ଼ାଇ ଆଣିଥିଲେ, ସେହିମାନେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?
Odia IRV 2017 (ଓଡିଆ ବାଇବେଲ)
ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ ದೆವಾಚೊ ಧನ್ ಆಯ್ಕುನ್‍ಬಿ ತೆಚ್ಯಾ ವಿರೊದ್ ಜಾತಲೆ ಕೊನ್ ತೆ? ಮೊಯ್ಜೆ ಮುಖಂಡ್ ಹೊವ್ನ್ ಇಜಿಪ್ತ್ ಮನ್ತಲ್ಯಾ ದೆಶಾತ್ನಾ ಭಾಯ್ರ್ ಯೆಲ್ಲಿ ತಿ ಸಗ್ಳಿ ಲೊಕಾಚ್ ನ್ಹಯ್ ತಿ?