Hebrews 3:17 — Compare Translations
7 translations compared side by side
Odia - 1840
"ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଚାଳିଶ ବର୍ଷ ଧରି ଯେଉଁ ଈଶ୍ୱରଙ୍କୁ କ୍ରୋଧାନ୍ୱିତ କରିଥିଲେ, ସେମାନେ କିଏ? ଯେଉଁମାନେ ପାପ କର୍ମ କରି ମରୁ ପ୍ରାନ୍ତରରେ ପ୍ରାଣ ହରାଇ ଥିଲେ, ସେହିମାନେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಚಾಳಿಸ್ ವರ್ಸಾ ಪತರ್ ದೆವ್ ಕೊನಾಚ್ಯಾ ವರ್ತಿ ರಾಗಾನ್ ಹೊತ್ತೊ? ಡಂಗ್ಳಿತ್ ಮಡಿ ಪಡಲ್ಲ್ಯಾ ಪಾಪ್ ಕರಲ್ಲ್ಯಾ ತ್ಯಾ ಲೊಕಾಂಚ್ಯಾ ವರ್ತಿಚ್ ನ್ಹಯ್?