Hebrews 3:18 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳ ରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ବରଙ୍କ ଆଜ୍ଞାର ଅବାଧ୍ଯ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯେତେବେଳେ ଶପଥ କରି କହିଥିଲେ ଯେ, ସେମାନେ ତାଙ୍କର ବିଶ୍ରାମରେ କଦାପି ପ୍ରବେଶ କରିବେ ନାହିଁ, ସେତେବେଳେ ସେ କେଉଁମାନଙ୍କ ସମ୍ବନ୍ଧରେ ତାହା କହିଥିଲେ? ଯେଉଁମାନେ ବିଦ୍ରୋହଚରଣ କରିଥିଲେ, ସେମାନେ ସମ୍ବନ୍ଧରେ ଦେ ତାହା କହିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತೆಂಕಾ ಆರಾಮ್ ಘೆವ್ಕ್ ಮನುನ್ ತಯಾರ್ ಕರುನ್ ಥವಲ್ಲ್ಯಾ ತ್ಯಾ ಗಾಂವಾತ್ ತೆನಿ ಕನ್ನಾಬಿ ಭುತ್ತುರ್ ಗುಸಿನಾತ್.” ಮನುನ್ ದೆವಾನ್ ಆನ್ ಘಾಲುನ್ ಸಾಂಗಟಲ್ಲೆ ಕೊನಾಚ್ಯಾ ವಿಶಯಾತ್ ತೆ? ತೆನಿ ಸಾಂಗಟಲ್ಲೆ ಆಯ್ಕಿನಸ್ತಾನಾ ಚಲ್ತಲ್ಯಾ ಲೊಕಾಂಚ್ಯಾ ವಿಶಯಾತುಚ್ ನ್ಹಯ್?