Hebrews 3:2 — Compare Translations

7 translations compared side by side

Odia - 1840
"ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ଯେପରି ଈଶ୍ଵରଙ୍କ ଗୃହ ମଧ୍ୟରେ ବିଶ୍ଵସ୍ତ ଥିଲେ, ସେ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ଵସ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱାସ୍ତ ଭାବରେ କାର୍ଯ୍ୟ କରିଥିଲେ, ଈଶ୍ବରଭ୍କ ମନୋନୀତ ଯୀଶୁ ସେହିପରି ଏହି କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମୋଶା ଯେପରି ଈଶ୍ୱରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆ ದೆವಾಚ್ಯಾ ಘರಾನ್ಯಾಕ್ ಕನ್ನಾಬಿ ವಿಶ್ವಾಸಾನ್ ರ್‍ಹಾಲೊ. ತಸೊಚ್ ತೊಬಿ ಅಪ್ನಾಕ್ ನೆಮುನ್ ಕಾಡಲ್ಲ್ಯಾ ದೆವಾ ವರ್ತಿ ವಿಶ್ವಾಸಾನ್ ರ್‍ಹಾಲೊ.