Hebrews 3:4 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ଵାରା ସ୍ଥାପିତ, କିନ୍ତୁ ସମସ୍ତ ବିଷୟର ଯେ ସ୍ଥାପନକର୍ତ୍ତା, ସେ ଈଶ୍ଵର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ଗୃହ କୌଣସି ନା କୌଣସି ମନୁଷ୍ୟ ଦ୍ୱାରା ନିର୍ମତ, କିନ୍ତୁ ଈଶ୍ୱର ସମସ୍ତ ବିଷୟରେ ନିର୍ମାତା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿ ಎಕ್ ಘರಾಕ್ ತೆಚೊಚ್ ಮನ್ತಲೊ ಎಕ್ ಭಾಂದ್ಪಿ ಹಾಯ್, ಅನಿ ದೆವ್ ಸಗ್ಳ್ಯಾಚೊ ಭಾಂದ್ಪಿ ಹೊವ್ನ್ ಹಾಯ್.