Hebrews 3:5 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେବକ ଭାବରେ ମୋଶା ଈଶ୍ୱରଙ୍କ ଗୃହରେ ବିଶ୍ୱସ୍ତଭାବେ କାର୍ଯ୍ୟ କରିଥିଲେ ଏବଂ ଯେଉଁସବୁ ବିଷୟ ଈଶ୍ୱର ଭବିଷ୍ୟତରେ ଜଣାଇବାକୁ ଇଚ୍ଛା କରିଥିଲେ, ସେ ସର୍ମ୍ପକରେ ମୋଶା ସୂଚନା ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆ ದೆವಾಚ್ಯಾ ಘರಾತ್ ಎಕ್ ವಿಶ್ವಾಸಾಚ್ಯಾ ಆಳಾಚ್ಯಾ ಸಾರ್ಕೆ ಕಾಮ್ ಕರುಕ್ ಲಾಗಲ್ಲೊ; ದೆವ್ ಫಿಡೆ ಸಾಂಗುಚೆ ಮನುನ್ ಹೊತ್ತ್ಯಾ ಖಬ್ರೆಕ್ ಸಾಕ್ಷಿ ದಿವ್ಕ್ ಲಾಗಲ್ಲೊ.