Hebrews 3:6 — Compare Translations

7 translations compared side by side

Odia - 1840
"କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ଵରୂପେ ବିଶ୍ଵସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ଵରୂପଙ୍କ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପୁତ୍ରଭାବେ ଈଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ଖ୍ରୀଷ୍ଟ ବିଶ୍ୱାସ୍ତ ଅଡ଼ନ୍ତି। ଆମେ ଯଦି ସାହାସ ଧରି ପ୍ରତ୍ୟାଶିତ ବିଷୟ ପାଇବୁ ବୋଲି ଆମ ବିଶ୍ୱାସରେ ଦୃଢ଼ ରହୁ, ତେବେ ଆମେ ଗୃହ ସ୍ୱରୂପ ହେବୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା’ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಕ್ರಿಸ್ತ್ ಲೆಕಾಚ್ಯಾ ಸಾರ್ಕೊ ದೆವಾಚ್ಯಾ ಘರ್ಚೊ ವಿಶ್ವಾಸಾಚೊ ಅದಿಕಾರಿ ಅನಿ ಅಮ್ಕಾ ಗೌರವ್ ಹಾನ್ತಲೊ ವಿಶ್ವಾಸ್ ಅನಿ ಬರೊಸೊ ಅಮಿ ಘಟ್ ಸಂಬಾಳುನ್ ಘೆವ್ನ್ ರಾಲಾಂವ್ ತರ್ ಅಮಿಚ್ ತೆಚೆ ಘರ್ ಹೊತಾಂವ್.