Hebrews 3:7 — Compare Translations
7 translations compared side by side
Odia - 1840
"ଅତଏବ ପବିତ୍ର ଆତ୍ମା କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପବିତ୍ରଆତ୍ମା ଏହିପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ଈଶ୍ୱରଙ୍କ ବାଣୀ ଶୁଣ, ତେବେ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ପରି ହୃଦୟ କଠିନ କର ନାହଇଁ। ମରୁଭୂମିରେ ସେମାନେ ସେ ଦିନ ଈଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କ ପ୍ରତି ବିଦ୍ରୋହାଜରଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରି ଗ୍ଭଲିଥିବା ଅତଏବ ପବିତ୍ରଆତ୍ମା କୁହନ୍ତି: “ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ
Odia IRV 2017 (ଓଡିଆ ବାଇବେଲ)
ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾಸಾಟಿಚ್ ಪವಿತ್ರ್ ಆತ್ಮೊ ಮನ್ತಾ: “ಆಜ್ ದೆವಾಚೊ ಧನ್ ತುಮಿ ಆಯಿಕ್ತ್ಯಾಶಿ ಜಾಲ್ಯಾರ್,