Hebrews 3:8 — Compare Translations
6 translations compared side by side
Odia - 1840
"ତବେେ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ବରଙ୍କ ବିରୁଦ୍ଧ ରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଓ ପ୍ରାନ୍ତରରେ ପରୀକ୍ଷା ଦିନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ୱରଙ୍କ ବିରୁଦ୍ଧରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କରନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ವಾಟೆಕ್ ವ್ಹಾಕ್ಡೆ ಗೆಲ್ಲ್ಯಾ ತ್ಯಾ ಎಳಾರ್ ಕರಲ್ಲ್ಯಾ ಸಾರ್ಕೆ ತಸೆ ಮಟ್ಲ್ಯಾರ್, ಡಂಗ್ಳಿತ್ ಪರಿಕ್ಷಾಚ್ಯಾ ದಿಸಾತ್ನಿ ಕರಲ್ಲ್ಯಾ ಸಾರ್ಕೆ ತುಮ್ಚಿ ಮನಾ ನಿಸ್ಟುರ್ ಕರುನಕಾಶಿ, ತುಮ್ಚ್ಯಾ ಪುರ್ವಜಾನಿ ದೆವಾಕ್ ವಿರೊದ್ ಕರ್ಲ್ಯಾನಿ.