Hebrews 4:11 — Compare Translations

7 translations compared side by side

Odia - 1840
"ଅତଏବ, ଆମ୍ଭେ ପରମେଶ୍ବରଙ୍କ ସହେି ବିଶ୍ରାମସ୍ଥଳ ରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ଯକ। ପରମେଶ୍ବରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳ ରେ ପ୍ରବେଶ କରିପାରନ୍ତି ନାହିଁ, ସହେି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭମାନେେ ଯଥାସାଧ୍ଯ ପରିଶ୍ରମ କରିବା ଆବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବବ ଆମ ମଧ୍ୟରୁ କେହି ଯେପରି ନିଜର ଅବିଶ୍ୱାସ ହେତୁ ସେହି ଲୋକମାନଙ୍କ ପରି ଉକ୍ତ ବିଶ୍ରାମରୁ ବଞ୍ଚିତ ନ ହୁଏ, ଏଥପାଇଁ ଯଥାସାଧ୍ୟ ଉଦ୍ୟମ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಅಮಿ ತ್ಯಾ ಆರಾಮ್ಕಿತ್ ಭುತ್ತುರ್ ಗುಸುಕ್ ಖಪ್ಟಟ್ ಕರುನ್ಗೆತುಚ್ ರಾಂವಾ; ಅಮ್ಚ್ಯಾ ಭುತ್ತುರ್‍ಲೆ ಕೊನ್ಬಿ ಇಸ್ರಾಯೆಲಾಚ್ಯಾ ಲೊಕಾಂಚೆ ಬಗುನ್ ಶಿಕುನ್ ವಿಶ್ವಾಸ್‍ ನಸಲ್ಲ್ಯಾ ವಾಟೆಕ್ ಜಾತಲೆ ನಕ್ಕೊ.