Hebrews 4:12 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ବାଣୀ ଜୀବନ୍ତ ସକ୍ରିୟ। ତାହା ଦୁଇ ଧାରଯୁକ୍ତ ଖଣ୍ଡ ଅପେକ୍ଷା ଅଧିକ ଶାଣିତ; ଆତ୍ମା ଓ ପ୍ରାଣି ତଥା ଗୁଣ୍ଠି ଓ ମଜ୍ଜାର ପରିଭେଦକ, ପୁଣି ମନୁଷ୍ୟ ହୃଦୟର ଅଭିଳାଷ ଓ କଳ୍ପନର ବିଚାରକ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖଡ଼୍ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚೆ ಗೊಸ್ಟ್ ಝಿತ್ತಿ ಅನಿ ಕಾಮ್ ಕರಿತ್ ರಾತಲೆ ಮನ್ತಲೆ ಖರೆಚ್! ತೆ ಪಾಜ್ವಲ್ಲ್ಯಾ ದೊನ್ ಧಾರೆಚ್ಯಾ ಮೊಟ್ಯಾ ಚಾಕ್ವಾನ್ಬಿ ಧಾರ್ ಹೊವ್ನ್ ಹಾಯ್, ಅನಿ ಜಾಸ್ತಿ ಕಾತ್ರುಕ್ ಸಕ್ತಾ ತಸ್ಲಿ, ಜಿವ್ ಅನಿ ಆತ್ಮೊ, ಸಂದ್ ಅನಿ ಹಡ್ಡಾಂಚಿ-ಹಡ್ಡಾ ಸಯ್ತ್ ಭೆಕ್ಳೆ ಹೊಯ್ ಸಾರ್ಕೆ ತೊಡ್ತಲಿ ತಾಕತ್ ತೆಕಾ ಹಾಯ್; ಮಾನ್ಸಾಚ್ಯಾ ಮನಾತ್ಲಿ ಆಶ್ಯಾ ಅನಿ ಯವ್ಜನ್ಯಾ ಸೈತ್ ತೆ ಪಾರಕ್ ಕರುನ್ ಬಗ್ತಾ.