Hebrews 4:13 — Compare Translations
7 translations compared side by side
Odia - 1840
"ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କଠାରୁ କୌଣସି ବିଷୟ ଗୁପ୍ତ ନୁହେୁଁ; ସମୁଦାୟ ସୃଷ୍ଟିରେ ସମୟ ବଷୟ ତାହାଙ୍କ ସର୍ବଦର୍ଶୀ ଚକ୍ଷୁ ସମ୍ମୁଖରେ ଅନାଚ୍ଛାଦିତ ଓ ଉନ୍ମୁକ୍ତ। ସେହି ଈଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ ହିସାବ ଦେବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಚುನ್ ಹೊಲ್ಲ್ಯಾ ಸಗ್ಳ್ಯಾತ್ ದೆವಾಚ್ಯಾ ದಿಸ್ಟಿತ್ನಾ ನಿಪುನ್ ಅಸಲ್ಲೆ ಕಾಯ್ಬಿ ನಾ. ಸಗ್ಳೆ ತೆಚ್ಯಾ ಇದ್ರಾಕ್ ಉಗಡಲ್ಲೆ, ಅನಿ ದೊಳ್ಯಾಂಚ್ಯಾ ಇದ್ರಾಕ್ ಸೊಡ್ವುನ್ ಚಿತ್ತಾರ್ ಕಾಡುನ್ ಥವಲ್ಲ್ಯಾ ಸಾರ್ಕೆ ಹಾಯ್, ಅಮಿ ಕರಲ್ಲ್ಯಾ ಕಾಮಾಂಚೊ ಲೆಕ್ಕ್ ಅಮಿ ತ್ಯಾಚ್ ದೆವಾಕ್ ದಿತಲೊ ಹಾಯ್.