Hebrews 4:14 — Compare Translations

7 translations compared side by side

Odia - 1840
"ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆମେ ଯେଉଁ ଧର୍ମବିଶ୍ୱାସକୁ ସ୍ୱୀକାର କରୁଛୁ, ତାହା ଦୁଢ଼ଭାବେ ଧରି ରଖିବାକୁ ହେବ; କାରଣ ଆମର ଶ୍ରେଷ୍ଠ ମହାଯାଜକ, ଈଶ୍ୱରତନୟ ଯୀଶୁ, ଈଶ୍ୱରଙ୍କ ଶ୍ରାଛାମୁକୁ ଯାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆମ୍ଭକୁ ପରମେଶ୍ୱରଙ୍କ ସମ୍ମୁଖୀନ ହେବାରେ ସାହାଯ୍ୟ କରନ୍ତି ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಅಮಿ ಬೊಲುನ್ ಸಾಂಗ್ತಾಂವ್ ತೊ ವಿಶ್ವಾಸ್ ಅಮಿ ಘಟ್ ಸಂಬಾಳುನ್ ಘೆವ್ನ್ ರ್‍ಹಾವ್ವಾ; ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಕಾ ಎಕ್ ಶ್ರೆಸ್ಟ್ ಮೊಟೊ ಯಾಜಕ್ ಹಾಯ್‍, ದೆವಾಚ್ಯಾ ಇದ್ರಾಕ್ ಗೆಲ್ಲೊ ಜೆಜು ದೆವಾಚೊ ಲೆಕ್ ತೊ.