Hebrews 4:15 — Compare Translations
7 translations compared side by side
Odia - 1840
"ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ಅಮ್ಚ್ಯಾ ಬಳ್ ನಸಲ್ಲ್ಯಾಚ್ಯಾ ವಿಶಯಾತ್ ದಯಾ ಮಯಾ ಹೊತ್ತೊ ತಸ್ಲೊ ಶ್ರೆಸ್ಟ್ ಯಾಜಕ್ ಅಮ್ಚ್ಯಾ ಸಾರ್ಕೆಚ್ ಸಗ್ಳ್ಯಾತ್ಬಿ ಪರಿಕ್ಷಾ ಸೊಸಲ್ಲೊಚ್ ತೊ, ಹೊಲ್ಯಾರ್ ಬಿ ತೆನಿ ಪಾಪ್ ಕರುಕ್ ನಾ.