Hebrews 4:16 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆମେ ସାହସ ସହକାରେ ଈଶ୍ୱରଙ୍କ ଦୟା-ସିଂହାସନ ନିକଟକୁ ଯାଇପାରୁ। ସେଠାରେ ଆମର ପ୍ରୟୋଜନ ସମୟରେ ଆମର ଉପକାର ନିନ୍ତେ ଦୟା ଓ ଅନୁଗ୍ରହ ଲାଭ କରିବୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಗರ್ಜೆಚ್ಯಾ ಅನಿ ತರಾಸಾಚ್ಯಾ ಎಳಾರ್ ಅಮ್ಕಾ ದಯಾ ಅನಿ ಆಧಾರ್ ಘೆವ್ಕ್ ಸಾಟ್ನಿ ಮನುನ್ ಅಮಿ ಧೈರ್ಯಾನ್ ದೆವಾಚ್ಯಾ ಕುರ್ಪೆಚ್ಯಾ ಸಿಯಾಸನ್ ಜಾಗ್ಯಾಕ್ಡೆ ಜಗ್ಗೊಳ್ ಜಾಂವಾ.