Hebrews 4:2 — Compare Translations
7 translations compared side by side
Odia - 1840
"କାରଣ ସମାନଙ୍କେ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସପରେି ସୁସମାଚାର କୁହାୟାଇଅଛି, କିନ୍ତୁ ସମାନେେ ଶୁଣି ମଧ୍ଯ ତାହାକୁ ବିଶ୍ବାସପୂର୍ବକ ନିଜସ୍ବ ନ କରିବାରୁ ସମାନଙ୍କେ ପକ୍ଷ ରେ ସୁସମାଚାର ଲାଭଜନକ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ଵାସ ଦ୍ଵାରା ଶ୍ରୁତ ବାକ୍ୟ ନିଜସ୍ଵ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେମାନଙ୍କ ପରି ଆମେ ମଧ୍ୟ ସୁସମାଚାର ଶୁଣିଛୁ। ସେମାନେ ତାହା ଶୁଣି ସୁଦ୍ଧା ବିଶ୍ୱାସରେ ଗ୍ରହଣ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಅದ್ಲ್ಯಾ ಲೊಕಾನಿ ಆಯ್ಕಲ್ಲಿ ತಿಚ್ ಬರಿ ಖಬರ್ ಅಮಿಬಿ ಆಯಿಕ್ಲಾವ್, ಖರೆ ತ್ಯಾ ಲೊಕಾನಿ ಆಯ್ಕಲ್ಲಿ ತಿ ಗೊಸ್ಟ್ ವೈನಾ ತೆಂಚ್ಯಾಕ್ನಾ ಕಾಯ್ಬಿ ಫಾಯ್ದೊ ಯೆವ್ಕ್ ನಾ. ಕಶ್ಯಾಕ್ ತೆ ಆಯ್ಕಲ್ಲ್ಯಾನಿ ವಿಶ್ವಾಸಾನ್ ತ್ಯಾ ಗೊಸ್ಟಿಯಾ ಅಪ್ನಾಚ್ಯಾ ಭುತ್ತುರ್ ಜಿರ್ವುನ್ ಘೆವ್ಕ್ ನಾತ್.