Hebrews 4:5 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆଉ ଏକ ଶାସ୍ତ୍ର ରେ କହିଛନ୍ତି: ସହେି ଲୋକମାନେ କବେେ ହେଲେ ମାରେ ବିଶ୍ରାମ ସ୍ଥଳ ରେ ପ୍ରବେଶ କରିବେ ନାହିଁ।305"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଏ ସର୍ମ୍ପକରେ ଅନ୍ୟତ୍ର ଉଲ୍ଲେଖ ଅଛି, “ସେମାନେ ମୋର ବିଶ୍ରାମରେ କଦାପି ପ୍ରବେଶ କରି ପାରିବେ ନାହିଁ”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆଉ ଏକ ଶାସ୍ତ୍ରରେ କହିଛନ୍ତି: “ସେହି ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಗ್ದಾ ಮನ್ತಾ, “ತೆಂಕಾ ಆರಾಮ್ ಘೆವ್ಕ್ ಮನುನ್ ಮಿಯಾ ತಯಾರ್ ಕರುನ್ ಥವಲ್ಲ್ಯಾ ಜಾಗ್ಯಾತ್ ತೆನಿ ಕನ್ನಾಬಿ ಭುತ್ತುರ್ ಗುಸಿನಾತ್.”