Hebrews 4:6 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଚାର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ୟୋଗୁ ସମାନେେ ବିଶ୍ରାମସ୍ଥଳ ରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ଯ କବେେ ଲୋକ ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ବର ଆଉ ଗୋଟିଏ ବିଶଷେ ଦିନ ଅର୍ଥାତ୍ 'ଆଜିଦିନ'306 ନିରୂପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର ଏବ୍ରୀ. ୩:୧୮,୧୯
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ପ୍ରଥମେ ସୁସମାଚାର ଶୁଣିଥିଲେ, ନିଜର ଅବିଶ୍ୱାସ ହେତୁ ସେହି ବିଶ୍ରାମ ଲାଭ କରିବାକୁ ଅସମର୍ଥ ହୋଇଥିଲେ। ଏବେ, ଅନ୍ୟମାନେ ସେହି ବିଶ୍ରାମ ଲାଭ କରିବାକୁ ସୁଯୋଗ ପାଉଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’ ନିରୂପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
Odia IRV 2017 (ଓଡିଆ ବାଇବେଲ)
ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಕೊನ್ ತರ್‍ಬಿ ಹ್ಯಾ ಆರಾಮಾತ್ ಜಾವ್ನ್ ಪಾವುಕ್‍ಪಾಜೆ ದೆವಾಚಿ ಬರಿ ಖಬರ್ ಅದ್ದಿ ಆಯ್ಕಲ್ಲ್ಯಾನಿ, ವಿಶ್ವಾಸ್ ಕರುನಸಲ್ಲ್ಯಾಸಾಟಿ ಆರಾಮಾತ್ ಭುತ್ತುರ್ ಗುಸುಕ್ ತೆಂಚ್ಯಾನ್ ಹೊವ್ಕ್ ನಾ.