Hebrews 4:8 — Compare Translations

7 translations compared side by side

Odia - 1840
"ଆମ୍ଭେ ଜାଣି ଯେ ୟିହୋଶୂୟ ଲୋକଙ୍କୁ ଈଶ୍ବରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନଇଯାେଇ ନ ଥିଲେ। ଯଦି ସେ ନଇେଥାନ୍ତେ, ତବେେ ପରମେଶ୍ବର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ 'ଆଜି' ବୋଲି ଘାଷେଣା କରି ନ ଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଯିହୋଶୂୟ ଲୋକମାନଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଶ୍ରାମ ଦେଇ ପାରିଥାନ୍ତେ, ତେବେ ଈଶ୍ୱର ପରେ ଅନ୍ୟ ଏକ ଦିନ କଥା ଉଲ୍ଲେଖ କରି ନ ଥା’ନ୍ତେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ ଯିହୋଶୂୟ ଲୋକଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନେଇଯାଇ ନ ଥିଲେ। ଯଦି ସେ ନେଇଥା’ନ୍ତେ, ତେବେ ପରମେଶ୍ୱର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ ‘ଆଜି’ ବୋଲି ଘୋଷଣା କରି ନ ଥା’ନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊಶ್ವಾನ್ ತೆಂಕಾ ಹ್ಯೊ ಆರಾಮ್ ದಿಲ್ಲ್ಯಾನ್ ಹೊಲ್ಯಾರ್, ಅನಿ ಎಗ್ದಾ ಅನಿ ಎಕ್ ದಿಸಾಚ್ಯಾ ವಿಶಯಾತ್ ದೆವ್ ಅಶೆಚ್ ಬೊಲಿನಶಿ ಹೊತ್ತೊ.