Hebrews 5:1 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ୟିହୁଦୀ ମହାୟାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ବରଙ୍କୁ ଆପଣା ପାପ ନିମନ୍ତେ ନବୈେଦ୍ଯ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସହେି ମହାୟାଜକ ଲୋକମାନଙ୍କୁ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ମହାଯାଜକ ସ୍ୱଜାତୀୟ ଲୋକମାନଙ୍କ ମଧ୍ୟରୁ ମନୋନୀତ ଓ ନିଯୁକ୍ତ ହୁଅନ୍ତି। ସେ ସେମାନଙ୍କ ପକ୍ଷରୁ ପାପ ମୋଚନ ପାଇଁ ବଳି ଓ ନୈବେଦ୍ୟ ଉତ୍ସର୍ଗ କରି ଈଶ୍ୱରଙ୍କ ସେବା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ಲ್ಯಾ ಶ್ರೆಸ್ಟ್ ಯಾಜಕಾಕ್ ಮಾನ್ಸಾಂಚ್ಯಾ ಮದ್ನಾ ಯೆಚುನ್ ಕಾಡ್ತ್ಯಾತ್, ಅನಿ ಮಾನ್ಸಾಂಚ್ಯಾ ತರ್ಪೆನ್ ದೆವಾಚ್ಯಾ ಇದ್ರಾಕ್ ಸೆವಾ ಕರುಕ್, ಪಾಪಾಂಚ್ಯಾ ಸಾಟ್ನಿ ದೆನ್ಗಿಯಾ ಅನಿ ಬಲಿಯಾ ಭೆಟ್ಟುಕ್ ಮನುನ್ ನೆಮ್ತಾತ್.
Recommended Reading