Hebrews 5:10 — Compare Translations
7 translations compared side by side
Odia - 1840
"ପରମେଶ୍ବର ମଲକୀଷଦକଙ୍କେ ଭଳି ଯୀଶୁଙ୍କୁ ମହାୟାଜକ ରୂପେ ବାଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଈଶ୍ଵରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସ୍ୱରୂପ ମହାଯାଗକ ହେଲେ ବୋଲି ଈଶ୍ୱର ଘୋଷଣା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମଲ୍କୀଷେଦକଙ୍କ ଭଳି ଯୀଶୁଙ୍କୁ ମହାଯାଜକ ରୂପେ ବାଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଈଶ୍ୱରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವಾನ್ ತೆಕಾ ಮೆಲ್ಕಿಸದೆಕಾಚ್ಯಾ ಪಂಗಡಾಚೊ ಶ್ರೆಸ್ಟ್ ಯಾಜಕ್ ಕರುನ್ ನೆಮ್ಲ್ಯಾನ್.