Hebrews 5:11 — Compare Translations
7 translations compared side by side
Odia - 1840
"ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପ୍ରସଙ୍ଗରେ ଆମର ଅନେକ କିଛି କହିବାର ଅଛି। କିନ୍ତୁ ତୁମ୍ଭମାନଙ୍କର ବୁଝିବାର ଶକ୍ତି କମ୍। ଏଣୁ ତୁମ୍ଭମାନଙ୍କୁ ବୁଝାଇବା କଷ୍ଟକର।
Odia Bible ERV 2004 (ପବିତ୍ର ବାଇବଲ)
ପତନ ବିରୁଦ୍ଧରେ ସତର୍କବାଣୀ ଏ ବିଷୟରେ ଆମ୍ଭର ତୁମ୍ଭମାନଙ୍କୁ ଅନେକ କଥା କହିବା ପାଇଁ ଅଛି। କିନ୍ତୁ ଯେହେତୁ ତୁମ୍ଭେମାନେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।
Odia IRV 2017 (ଓଡିଆ ବାଇବେଲ)
ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ವಿಶಯಾತ್ ಅಮಿ ಸಾಂಗುಕ್ ಗೆಲ್ಯಾರ್ ಲೈ ಹಾಯ್ ಖರೆ ತುಮ್ಚಿ ಕಾನಾ ದಾಟ್ ಹೊಲ್ಯಾತ್, ತಸೆಮನುನ್ ತುಮ್ಕಾ ಸೊಡ್ಸುನ್ ಸಾಂಗುಕ್ ಮಾಕಾ ಕಸ್ಟ್ ದಿಸ್ತಾ.