Hebrews 5:12 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ପର୍ୟ୍ଯନ୍ତ ଯେତିକି ସମୟ ଅତିବାହିତ ହାଇେ ଗଲାଣି, ତୁମ୍ଭମାନେେ ଉପଦେଶକ ହାଇେ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ବରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭମାନେେ ଏବେ ମଧ୍ଯ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭମାନେେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହାଇେ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ ଥିଲା, ତଥାପି ଈଶ୍ଵରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅନ୍ୟମାନଙ୍କୁ ଶିକ୍ଷା ଦେବା ସମୟ ଶିକ୍ଷକ ଆବଶ୍ୟକ ହେଉଛି। ତୁମ୍ଭେମାନେ ଗୁରୁପାକ ଖାଦ୍ୟ ଖାଇବା ପରିବର୍ତ୍ତେ ଏ ପର୍ଯ୍ୟନ୍ତ ଦୁଗ୍ଧ ପାନ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ୱରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸೊಡ್ಲ್ಯಾರ್ ತುಮಿ ದುಸ್ರ್ಯಾಕ್ನಿ ಶಿಕ್ವುತಲಿ ಲೊಕಾ ಹೊತಲೆ ಹೊತ್ತೆ, ಖರೆ ದೆವಾಚ್ಯಾ ಅದ್ದಿಚ್ಯಾ ಬಾತ್ಮಿಚಿ ಸಮಜ್ ಅನಿ ಪರ್ತುನ್ ತುಮ್ಕಾ ದಿವ್ಕ್ ಅನಿ ಎಕ್ಲ್ಯಾಚಿ ಗರಜ್ ಪಡಲ್ಲಿ ಹಾಯ್, ಘಟ್ಲ್ಯಾ ಜೆವ್ನಾಚ್ಯಾ ಬದ್ಲಾಕ್ ತುಮ್ಕಾ ಅಜುನ್‍ಬಿ ದುದ್ದಾಚಿ ಗರಜ್ ಹಾಯ್.