Hebrews 5:14 — Compare Translations
7 translations compared side by side
Odia - 1840
"କିନ୍ତୁ କଠିନ ଖାଦ୍ୟ ସହେିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ଯବହାର ବନ୍ଦ କରି ଦଇେଛନ୍ତି। ଏହା ସହେିମାନଙ୍କ ପାଇଁ ଯେଉଁମାନେ ଆତ୍ମା ରେ ବୃଦ୍ଧି ପାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବୟଃପ୍ରାପ୍ତ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ଵାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ ପକ୍ଷରେ ଗୁରୁପାକ ଖାଦ୍ୟ ବୟସ୍କ ଲୋକମାନଙ୍କ ନିମନ୍ତେ; ସେମାନେ ଜୀବନର ବିଭିନ୍ନ ଅନୁଭୂତି ଦ୍ୱାରା ଭଲ ଓ ମନ୍ଦର ପ୍ରଭେଦ ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କଠିନ ଖାଦ୍ୟ ସେହିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ୟବହାର ବନ୍ଦ କରି ଦେଇଛନ୍ତି। ଏହା ସେହିମାନଙ୍କ ପାଇଁ ଯେଉଁମାନେ ଆତ୍ମାରେ ବୃଦ୍ଧି ପାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘಟ್ಲೆ ಜೆವಾನ್ ಮೊಟೆ ಹೊಲ್ಲ್ಯಾಕ್ನಿ; ಪಾಜೆ ಹೊಲ್ಲೊ ತವ್ಡೊ ಅನ್ಬೊಗ್ ಕರುನ್ ಖಲೆ ಬರೆ ಖಲೆ ವಾಯ್ಟ್ ಮನ್ತಲಿ ಸಮಜ್ ಹೊತ್ತ್ಯಾಕ್ನಿ ತೆ.