Hebrews 5:2 — Compare Translations

7 translations compared side by side

Odia - 1840
"ଅନ୍ୟ ଲୋକମାନଙ୍କ ଭଳି ମହାୟାଜକର ମଧ୍ଯ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦଖାଇବୋକୁ ସମର୍ଥ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତାବିଶିଷ୍ଟ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନିଜେ ନାନା ପ୍ରକାର ଦୋଷ ଦୁର୍ବଳତାରେ ପୂର୍ଣ୍ଣ ହୋଇଥିବାରୁ ଦୋଷତ୍ରୁଟି କରୁଥିବା ନିର୍ବୋଧ ଲୋକମାନଙ୍କ ପ୍ରତି ସେ ସହନଶୀଳ ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକମାନଙ୍କ ଭଳି ମହାଯାଜକର ମଧ୍ୟ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;
Odia IRV 2017 (ଓଡିଆ ବାଇବେଲ)
ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊಚ್ ಬಳ್ ನಸಲ್ಲ್ಯಾ ಸಾರ್ಕೊ ಹೊಲ್ಲ್ಯಾ ವೈನಾ ಗೊತ್ತ್ ನಸಲ್ಲ್ಯಾಕ್ನಿ ಅನಿ ಚುಕುನ್ ಪಡಲ್ಯಾಕ್ನಿ ದಯಾ ದಾಕ್ವುನ್ ತೆಚ್ಯಾನ್ ಹೊತಾ.