Hebrews 5:3 — Compare Translations

7 translations compared side by side

Odia - 1840
"ମହାୟାଜକ ଅନ୍ଯଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ଯ ଦୁର୍ବଳତା ଥିବା ହତେୁରୁ ସେ ମଧ୍ଯ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, କେବଳ ଯେ ଅନ୍ୟମାନଙ୍କ ପାପ ନିନ୍ତେ ତାଙ୍କୁ ବଳି ଉତ୍ସର୍ଗ କରିବାକୁ ହୁଏ, ତା’ ନୁହେଁ, ମାତ୍ର ତାଙ୍କ ନିଜର ପାପ ପାଇଁ ମଧ୍ୟ ତାଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ିଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹ್ಯಾಚ್ ಬಳ್‍ನಸಲ್ಲ್ಯಾ ಪರಿಸ್ಥಿತಿಕ್ ಲಾಗುನ್ ಕಶೆ ಲೊಕಾಂಚ್ಯಾ ಪಾಪಾಂಚ್ಯಾ ಸಾಟ್ನಿಬಿ ತಸೆಚ್ ಅಪ್ನಾಚ್ಯಾಚ್ ಪಾಪಾಂಚ್ಯಾ ಸಾಟ್ನಿಬಿ ತೆನಿ ಬಲಿ ಭೆಟ್ವುಕ್ ಪಾಜೆ.