Hebrews 5:4 — Compare Translations
7 translations compared side by side
Odia - 1840
"ମହାୟାଜକ ହବୋ ଏକ ସମ୍ମାନର ବିଷୟ। କିନ୍ତୁ କହେି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ବରଙ୍କ ଦ୍ବାରା ଆହୂତ ହବୋକୁ ପଡ଼ିବ, ଯେପରି ହାରୋଣ ଆହୂତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ଵରଙ୍କ କର୍ତ୍ତୃକ ଆହୂତ ହେବା ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ନିଜେ ନିଜକୁ ମହାଯାଜକର ସମ୍ମାନାସ୍ପଦ ପଦରେ ନିଯୁକ୍ତ କରିପାରେ ନାହିଁ। ହାରଣଙ୍କ ପରି ଯେ କେବଳ ଈଶ୍ୱରଙ୍କ ଦ୍ୱାରା ଆହୁତ, ସେ ମହାଯାଜକ ପଦ ଲାଭ କରେ।
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆರೊನಾಚ್ಯಾ ಸಾರ್ಕೆ ದೆವಾನ್ ಬಲ್ವಲ್ಲ್ಯಾ ಶಿವಾಯ್ ಖಲ್ಯಾಬಿ ಮಾನ್ಸಾನ್ ಹೆ ಮೊಟ್ಯಾ ಯಾಜಕಾಚೆ ಕಾಮ್ ಮೊಟೆಪಾನ್ ಅಪ್ನಿಚ್ ಹಾತಿತ್ ಘೆವ್ಕ್ ಹೊಯ್ನಾ.