Hebrews 5:6 — Compare Translations

7 translations compared side by side

Odia - 1840
"ଅନ୍ୟ ଗୋଟିଏ ସ୍ଥାନ ରେ ପରମେଶ୍ବର କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟତ୍ର ସେ ଏହା ମଧ୍ୟ କହିଛନ୍ତି, “ତୁମେ ଯାଜକ ପଦରେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସଦୃଶ ଚିରକାଳ ପାଇଁ ଯାଜକ ରହିବ।”
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି: “ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, "ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಅನಿ ಎಕಾಕ್ಡೆಬಿ ತೊ ಮನ್ತಾ, ತಿಯಾ ಸದಾಸರ್ವತಾಕ್ ಪತರ್ ಮೆಲ್ಕಿಸದೆಕಾಚ್ಯಾ ಪಂಗಡಾಚೊ ಯಾಜಕ್.