Hebrews 5:7 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାହାଙ୍କ ନିକଟରେ ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ଵରୂପେ ଆଶଙ୍କାରୁ ରକ୍ଷା ପାଇ
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Odia IRV 2017 (ଓଡିଆ ବାଇବେଲ)
ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಹ್ಯಾ ಜಗಾತ್ ಹೊತ್ತೊ ತನ್ನಾ ಅಪ್ನಾಕ್ ಮರ್‍ನಾತ್ನಾ ಹುರ್‍ವುಕ್ ಬಳ್‍ ಹೊತ್ತ್ಯಾಕಡೆ ಬೊಬ್ ಮಾರುನ್ ಅನಿ ಡೊಳ್ಯಾನಿತ್ನಾ ದುಕ್ಕಾ ಗಳ್ವುನ್ ಮಾಗ್ನಿಯಾ ಅನಿ ವಿನಂತ್ಯಾ ಕರುಕ್‍ಲಾಲೊ, ತೆಚ್ಯಾ ಮಾನಾಚ್ಯಾ ಖಾಲ್ತಿಪಾನಾ ಸಾಟ್ನಿ ದೆವಾನ್ ತೆಚಿ ಮಾಗ್ನಿ ಆಯಿಕ್ಲ್ಯಾನ್.