Hebrews 5:8 — Compare Translations

7 translations compared side by side

Odia - 1840
"ଯୀଶୁ ପରମେଶ୍ବରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ବାରା ଆଜ୍ଞା ବହତା ଶିଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ଵାରା ଆଜ୍ଞାବହତା ଶିକ୍ଷା କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦିଓ ସେ ଈଶ୍ୱରଙ୍କ ପୁତ୍ର ଈଶ୍ୱରଙ୍କ ପୁତ୍ର ଥିଲେ, ସେ ଦୁଃଖଭୋଗ ଦ୍ୱାର ଆଜ୍ଞାବହ ହେବାକୁ ଶିଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପରମେଶ୍ୱରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ୱାରା ଆଜ୍ଞା ବହତା ଶିଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,
Odia IRV 2017 (ଓଡିଆ ବାଇବେଲ)
ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଆଜ୍ଞାବହତା ଶିକ୍ଷା କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ದೆವಾಚೊ ಲೆಕ್ ಹೊಲ್ಯಾರ್ ಬಿ ಅಪ್ನಿ ಸೊಸಲ್ಲ್ಯಾ ಕಸ್ಟಾ ವೈನಾ ಖಾಲ್ತಿ ಪಾನ್ ಮನ್ತಲೆ ತೆನಿ ಶಿಕ್ಲ್ಯಾನ್;