Hebrews 5:9 — Compare Translations
7 translations compared side by side
Odia - 1840
"ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନ; ପରିତ୍ରାଣର କାରଣ ସ୍ଵରୂପ ହେଲେନ୍ତଣ ଏବ୍ରୀ. ୨:୧୦
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ସିଦ୍ଧ ହୋଇ ସେ ତାଙ୍କ ଆଜ୍ଞାପାଳନକାରୀମାନଙ୍କ ନିମନ୍ତେ ତିର ପରିତ୍ରାଣର ଉତ୍ସହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୀଶୁ ନିର୍ଦ୍ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସେମାନେ ଅନନ୍ତ ଜୀବନ ପାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸಂಪುರ್ನ್ ತೆಚ್ಯಾ ಟೊಕೆಕ್ ತೆಚಿ ಗೊಸ್ಟ್ ಪಾಳ್ತಲ್ಯಾ ಸಗ್ಳ್ಯಾಕ್ನಿ ಸದಾ ಸರ್ವತಾಚ್ಯಾ ಸುಟ್ಕೆಚೊ ಕಾರನ್ ತೊ ಹೊಲೊ.