Hebrews 6:1 — Compare Translations
7 translations compared side by side
Odia - 1840
"ଅତଏବ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ୟ୍ଯ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତପଦ ହବୋ ନାହିଁ। ଯେତବେେଳେ ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭମାନେେ ମନ୍ଦକର୍ମରୁ ବିମୁଖ ହାଇେ ପରମେଶ୍ବରଙ୍କଠା ରେ ବିଶ୍ବାସ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନପରିବର୍ତ୍ତନ, ଈଶ୍ଵରଙ୍କଠାରେ ବିଶ୍ଵାସ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଆମେ ଏଣିକି ଖ୍ରୀଷ୍ଟଧର୍ମର ପ୍ରାଥମିକ ତତ୍ତ୍ୱଗୁଡ଼ିକ ଛାଡ଼ି ନିଗୂଢ଼ ତତ୍ତ୍ୱସବୁ ଶିକ୍ଷା କରିବାରେ ଅଗ୍ରରେ ହେବା ଉଚିତ। ଆମେ ଧର୍ମବିଶ୍ୱାସର ପ୍ରାଥମିକ ତ୍ତ୍ୱଗୁଡ଼ିକ ଯଥା, ଅସାର କ୍ରିୟା କର୍ମରୁ ନିବୃତ୍ତ ହୋଇ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା,
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଖ୍ରୀଷ୍ଟଙ୍କ ବିଷୟରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ଯ୍ୟ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତ୍ପଦ ହେବା ନାହିଁ। ଯେତେବେଳେ ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭେମାନେ ମନ୍ଦକର୍ମରୁ ବିମୁଖ ହୋଇ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಕ್ರಿಸ್ತಾಚ್ಯಾ ವಿಶಯಾತ್ ಶುರು ಹೊಲ್ಲ್ಯಾ ಪಾಟಾಚೆ ಶಿಕಾಪ್ ಸೊಡುನ್ ಅಮಿ ಸಗ್ಳ್ಯಾಪವಿತ್ರತಾ ಕಡೆ ಫಿಡೆ ಜಾಂವಾ, ಜಿವ್ ನಸಲ್ಯಾ ಕಾಮಾನಿತ್ನಾ ಪರ್ತುನ್ ಯೆತಲೆ ದೆವಾಚೆರ್ ವಿಶ್ವಾಸ್ ಥವ್ನ್ ಅಮ್ಚೊ ಜಿವನ್ ಕ್ರಿಸ್ತಾಕ್ನಾ ಶುರು ಕರುಂವಾ.