Hebrews 6:11 — Compare Translations
7 translations compared side by side
Odia - 1840
"ଆମ୍ଭେ ଚାହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ ଜୀବନସାରା ସହେି ଭଳି କଠାେର ପରିଶ୍ରମ କରୁଥାଅ। ତବେେ ତୁମ୍ଭମାନେେ ତୁମ୍ଭର ପ୍ରତ୍ଯାଶିତ ମହତ୍ ବିଷୟ ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କର ଏକା; ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହିପ୍ରକାର ଯନିବାନ ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମର ଏକାନ୍ତ ଇଚ୍ଛା, ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଆଗହ ଅକ୍ଷୁଣ୍ଠ ରହୁ। ତାହାହେଲେ, ତୁମ୍ଭମାନଙ୍କର ପ୍ରତ୍ୟାଶିତ ସମସ୍ତ ବିଷୟ ସଫଳ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଗ୍ଭହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରତ୍ୟେକ ଜୀବନସାରା ସେହିଭଳି କଠୋର ପରିଶ୍ରମ କରୁଥାଅ। ତେବେ ତୁମ୍ଭେମାନେ ତୁମ୍ଭର ପ୍ରତ୍ୟାଶିତ ମହତ୍ ବିଷୟ ଲାଭ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲೊ ಹರ್ ಎಕ್ಲೊಬಿ ತ್ಯಾಚ್ ಉಮ್ಮೆದಿನ್ ರ್ಹಾವ್ನ್ ತುಮ್ಚ್ಯಾ ಸಗ್ಳ್ಯಾ ಜಿವನಾತ್ ತುಮ್ಚೊ ಬರೊಸೊ ಘಟ್ ಕರುನ್ ಘೆವ್ನ್ ರ್ಹಾವ್ಚೆ ಮನುನ್ ಅಮಿ ಅಶ್ಯಾ ಕರ್ತಾಂವ್.