Hebrews 6:12 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ଵାସ ଓ ଧୈର୍ଯ୍ୟ ଦ୍ଵାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଚାହୁଁ, ତୁମ୍ଭେମାନେ କେବେ ଶିଥିଳ ନ ହୋଇ ଦୃଢ଼ ବିଶ୍ୱାସୀ ଓ ଧୈର୍ଯ୍ୟଶାଳୀ ବ୍ୟକ୍ତିମାନଙ୍କୁ ଅନୁସରଣ କର ଏବଂ ଈଶ୍ୱର ପ୍ରତିଜ୍ଞା କରିଥିବା ସମସ୍ତ ବିଷୟ ପ୍ରାପ୍ତ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆଳସ୍ୟପରାୟଣ ନ ହୋଇ ଯେପରି ପରମେଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହୋଇଥିବା ଲୋକମାନଙ୍କ ପରି ହୁଅ, ଏ କଥା ଆମ୍ଭେ ଗ୍ଭହୁଁ। ସେମାନେ ତାହାଙ୍କର ବିଶ୍ୱାସ ଓ ଧୈର୍ଯ୍ୟ ହେତୁରୁ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಆಳಸ್ಪಾನಾನ್, ದೆವಾಚ್ಯಾ ಗೊಸ್ಟಿಯಾಂಚೆ ಫಳ್ ಘೆತಲಿ ಲೊಕಾ ತುಮಿ ಹೊವ್ನ್ ರ್ಹಾವ್ಚೆ ಮನುನ್ ಅಮಿ ಆಶ್ಯಾ ಕರ್ತಾಂವ್ ತ್ಯಾ ಲೊಕಾಕ್ನಿ ವಿಶ್ವಾಸ್, ಅನಿ ತಾಳ್ಮೆ ಹೊತ್ತ್ಯಾಕ್ ತೆನಿ ದೆವಾಚ್ಯಾ ಗೊಸ್ಟಿಯಾಂಚ್ಯಾ ಸಾರ್ಕೆ ಘೆಟ್ಲ್ಯಾನಿ.