Hebrews 6:13 — Compare Translations
7 translations compared side by side
Odia - 1840
"ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହତ୍ତର ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମଙ୍କୁ ଈଶ୍ୱର ଯେତେବେଳେ ପ୍ରତିଶ୍ରୁତି ଦେଲେ, ସେତେବେଳେ ସେ ତାଙ୍କର ପ୍ରତିଶ୍ରୁତି ରକ୍ଷା କରିବେ ବୋଲି ଶପଥ କରିଥିଲେ। ତାଙ୍କ ଅପେକ୍ଷା ଶ୍ରେଷ୍ଠ କେହି ନ ଥିବାରୁ ସେ ନିଜ ନାମରେ ଶପଥ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ୍ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಬ್ರಾಹಾಮಾಕ್ ಗೊಸ್ಟ್ ದಿಲ್ಲ್ಯಾ ತನ್ನಾ, ದೆವಾನ್ಕ್ಕಿಂತಾ ಮೊಟೊ ಕೊನ್ಬಿ ನಾ ಮನುನ್ ಸಾಂಗ್ಲ್ಯಾನ್, ಅನಿ ಅಪ್ನಾಚ್ಯಾ ಸ್ವತಾಚ್ಯಾ ನಾವಾ ವೈರುಚ್ ಆನ್ ಥವ್ನ್ ದಿಲ್ಲ್ಯಾ ಗೊಸ್ಟಿ ಸಾರ್ಕೆಚ್ ಕರ್ಲ್ಯಾನ್.