Hebrews 6:14 — Compare Translations

7 translations compared side by side

Odia - 1840
"ପରମେଶ୍ବର କହିଲେ: ମୁଁ ଅବଶ୍ଯ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।307"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା ।”
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହଥିଲେ, “ମୁଁ ପ୍ରତିଜ୍ଞା କରୁଛିୁ ତୁମକୁ ଆଶୀର୍ବାଦ କରିବି, ତୁମର ବଂଶକୁ ବହୁଳ ଭାବରେ ବୃଦ୍ଧି କରିବି।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ: “ମୁଁ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”
Odia IRV 2017 (ଓଡିଆ ବାଇବେଲ)
"ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತುಕಾ ಖರೆಚ್ ಅಸಿ ಆಶಿರ್ವಾದ್ ಕರ್‍ತಾ, ಅನಿ ತುಕಾ ಲೈ ಬಳಗ್ ದಿತಾ” ಮನುನ್ ದೆವಾನ್ ಅಬ್ರಾಹಾಮಾಕ್ ಸಾಂಗ್ಲ್ಯಾನ್.