Hebrews 6:15 — Compare Translations
7 translations compared side by side
Odia - 1840
"ଅବ୍ରହାମ ର୍ଧୈୟ୍ଯପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ବରଙ୍କ ପ୍ରତିଜ୍ଞାନୁସା ରେ ଫଳପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହିପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମ ଧୈର୍ଯ୍ୟ ଧରି ଅପେକ୍ଷା କଲେ। ତେଣୁ ସେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟସବୁ ପ୍ରାପ୍ତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾನ್ ತಾಳ್ಮೆನ್ ರ್ಹಾಲೊ, ಅನಿ ದೆವಾಕ್ನಾ ಯೆಲ್ಲ್ಯಾ ಗೊಸ್ಟಿಯಾಂಚೊ ಫಳ್ ಘೆಟ್ಲ್ಯಾನ್.