Hebrews 6:16 — Compare Translations
7 translations compared side by side
Odia - 1840
"ମନୁଷ୍ଯମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନଇେ ଶପଥ କରିଥାନ୍ତି। ଏହା ଦ୍ବାରା ସମାନଙ୍କେର କଥାର ସତ୍ଯତା ପ୍ରମାଣିତ ହୁଏ ଓ ସମାନଙ୍କେ ବିବାଦର ନିଷ୍ପତ୍ତି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟମାନେ ତ ମହତ୍ତର ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ଵାରା ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ଶପଥ କଲାବେଳେ ନିଗଠାରୁ ମହତ୍ତର ବ୍ୟକ୍ତିଙ୍କ ନାମରେ ଶପଥ କରନ୍ତି, ଏଭଳି ଶପଥ କରିବା ଦ୍ୱାରା ସମସ୍ତ ବାଦାନୁବାଦର ଅବସାନ ଘଟେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ୍ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾ ಅಪ್ಲ್ಯಾಚ್ಯಾನ್ಬಿ ಮೊಟ್ಯಾಚೆರ್ ಬಾಸ್ ಥವ್ತಾತ್, ಬೊಲ್ನ್ಯಾಕ್ ಘಟ್ ಕರ್ಲ್ಯಾ ಮಾನಾ ತ್ಯಾತುರ್ ವಾದ್ ಕಾಯ್ ರ್ಹಾಯ್ನಾ.