Hebrews 6:17 — Compare Translations

7 translations compared side by side

Odia - 1840
"ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଈଶ୍ଵର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯେଉଁମାନଙ୍କୁ ସେହି ସବୁ ବିଷୟ ଦାନ କରିବେ ବୋଲି ସେମାନଙ୍କୁ ସ୍ପଷ୍ଟଭାବେ ଜଣାଇବା ପାଇଁ ସେ ତାଙ୍କ ପ୍ରତିଜ୍ଞା ସହିତ ଶପଥ ଯୋଗ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Odia IRV 2017 (ଓଡିଆ ବାଇବେଲ)
ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ದೆವಾನ್ ಅಪ್ಲೊ ಉದ್ದೆಸ್ ಘಟ್ ಹಾಯ್ ಮನ್ತಲೆ ತೆಬಿ ಭೊಮಾನಾ ಘೆಟಲ್ಯಾಕ್ನಿ ದಾಕ್ವುಚೆ ಮನುನ್ ಅಪ್ಲಿ ಗೊಸ್ಟ್ ಥವ್ಲಾ.