Hebrews 6:18 — Compare Translations
7 translations compared side by side
Odia - 1840
"ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ଵରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ଦ୍ଵାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ପ୍ରତିଜ୍ଞା ଓ ଶପଥ ଅପରିବର୍ତ୍ତନୀୟ, ତାହା ଭଙ୍ଗ କରି ଈଶ୍ୱର ମିଥ୍ୟାବାଦୀ ହେବେ ନାହିଁ। ଅତଏବ ତାଙ୍କର ଆଶ୍ରିତ ଆମ୍ଭେମାନେ, ସମ୍ମୁଖରେ ଥିବା ଭରସାକୁ ଦୃଢ଼ ରୂପେ ଧରି ରଖିବା ନିମନ୍ତେ ବିଶେଷ ଉତ୍ସାହ ଲାଭ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ನಾ ಆದಾರ್ ಘೆವ್ಚೆ ಮನುನ್ ಪಳುನ್ ಯೆವ್ನ್, ಅಮ್ಚ್ಯಾ ಫಿಡೆ ಥವಲ್ಲೊ ಬರೊಸೊ ದರುನ್ ಘೆಟಲ್ಲ್ಯಾ ಅಮ್ಕಾ ಆಧಾರ್ ಹೊತ್ತ್ಯಾ ಸಾಟ್ನಿ ಘಟ್ಟ್ ಮುಟ್ಟ್ ಧೈರ್ಯ್ ಹೊಲಾ, ದೆವ್ ಝುಟೆ ಬೊಲಿನಾ ತಸೆಹೊವ್ನ್ ಆಧಾರ್ ಘೆವ್ಚೆ ಮನುನ್ ಅಮ್ಚ್ಯಾ ಫಿಡೆ ಥವಲ್ಲೊ ಬರೊಸೊ ಧರುನ್ ಘೆಟಲ್ಲೆ ಹೊವ್ನ್ ಅಮ್ಕಾ ಮೊಟಿ ಉಮ್ಮೆದ್ ಹೊಲಾ.