Hebrews 6:19 — Compare Translations
7 translations compared side by side
Odia - 1840
"ଆମ୍ଭର ସହେି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢୁଆଳ ରେ ଥିବା ପବିତ୍ର ସ୍ଥାନ ରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ଵରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଭରସା ଆମ୍ଭମାନଙ୍କ ଜୀବନର ଲଙ୍ଗର ସ୍ୱରୂପ। ଏହା ନିର୍ଭରଯୋଗ୍ୟ ଓ ନିରାପଦ ଏବଂ ସ୍ୱଗୀୟ ମନ୍ଦିରର ପର୍ଦ୍ଦ। ଭେଦ କରି ମହାବବିତ୍ର ସ୍ଥାନରେ ପହଞ୍ଚି ପାରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಆಧಾರಾ ದಿತಾನಾ ದೆವ್ ಝುಟೆ ಬೊಲುನ್ ರ್ಹಾಯ್ನಾ. ತಿ ಆಶ್ಯಾ ಅಮ್ಚ್ಯಾ ಜಿವಾಕ್ ಗೊಕ್ಕೆ ಹೊವ್ನ್ ಬರೊಸ್ಯಾಕ್ ಹೊತ್ತೆ ಅನಿ ಘಟ್ ಹೊವ್ನ್ ಹಾಯ್.