Hebrews 6:2 — Compare Translations
7 translations compared side by side
Odia - 1840
"ସେତବେେଳେ ଆମ୍ଭେ ବାପ୍ତିସ୍ମ ବିଷୟ ରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟ ରେ, ମୃତ୍ଯୁରୁ ପୁନରୁତ୍ଥିତ ହବୋ ବିଷୟ ରେ ଓ ଶଷେ ବିଚାର ବିଷୟ ରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ବାପ୍ତିସ୍ମ ସମ୍ଵନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଶେଷ ବିଚାର ସ୍ଵରୂପ, ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଳଦୀକ୍ଷା ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମହାବିଚାର, ମୃତମାନଙ୍କର ପୁନରୁତ୍ଥାନ ଓ ଅନନ୍ତ ଦଣ୍ଡ ପ୍ରଭୃତି ତତ୍ତ୍ୱମାନଙ୍କର ଭିତ୍ତି ପୁନର୍ବାର ସ୍ଥାପନ କରିବା ଅନାବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଆମ୍ଭେ ବାପ୍ତିସ୍ମ ବିଷୟରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟରେ, ମୃତ୍ୟୁରୁ ପୁନରୁତ୍ଥିତ ହେବା ବିଷୟରେ ଓ ଶେଷ ବିଗ୍ଭର ବିଷୟରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।
Odia IRV 2017 (ଓଡିଆ ବାଇବେଲ)
ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ವೆಳಾರ್ ಬಾಲ್ತಿಮಾಚ್ಯಾ ವಿಶಯಾತ್, ಹಾತ್ ಥವ್ತಲ್ಯಾ ವಿಶಯಾತ್, ಅನಿ ಮರಲ್ಲೊ ಅನಿಪರ್ತುನ್ ಝಿತ್ತೊ ಹೊತಲೆ, ಕನ್ನಾಬಿ ಚುಕಿನಸಲ್ಲಿ ಝಡ್ತಿ ಹ್ಯಾ ಶಿಕಾಪಾಚ್ಯಾ ವಿಶಯಾತ್ನಿ, ಪರ್ತುನ್ ಪಾಯ್ ಘಾಲುನಕಾಸಿ.