Hebrews 6:20 — Compare Translations
7 translations compared side by side
Odia - 1840
"ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ସେହି ସ୍ଥାନରେ ମଲ୍କୀଷେଦକଙ୍କ ସଦୃଶ ଅନ; କାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କର ପ୍ରତିନିଧି ସ୍ୱରୂପ ଯୀଶୁ ପୂର୍ବରୁ ସେଠାକୁ ଗଲେଣି। ସେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଚିରକାଳ ପାଇଁ ମହାଯାଗକ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲ୍କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ସେହି ସ୍ଥାନରେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ସେହି ସ୍ଥାନରେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಲ್ಕಿಜೆದೆಕಾಚ್ಯಾ ಪಂಗಡಾ ನಮನಿ ಜೆಜು ಕನ್ನಾಬಿ ರ್ಹಾತಲೊ ಯಾಜಕ್ ಹೊವ್ನ್ ಜಾವ್ನ್ ತ್ಯಾ ಜಾಗ್ಯಾರ್ ಪಾವ್ಲಾ.