Hebrews 6:7 — Compare Translations
7 translations compared side by side
Odia - 1840
"ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ଯ ଉତ୍ପନ୍ନ କରିବା ନିମନ୍ତେ ସହେି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସହେି କ୍ଷେତ୍ର ଲୋକମାନଙ୍କ ପାଇଁ ଉପ ଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ବରଙ୍କର ଆଶୀର୍ବାଦ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ଵାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶାକାଦି ଉତ୍ପନ୍ନ କରେ, ତାହା ଈଶ୍ଵରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଭୂମି ବୃଷିଜଳ ଗ୍ରହଣ କରି ବ୍ୟବହାରଯୋଗ୍ୟ ଶସ୍ୟ ଉତ୍ପନ୍ନ କରେ, ସେହି ଭୂମିକୁ ଈଶ୍ୱର ଆର୍ଶୀବାଦ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ୟ ଉତ୍ପନ୍ନ କରିବା ନିମନ୍ତେ ସେହି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସେହି କ୍ଷେତ୍ର ଲୋକମାନଙ୍କ ପାଇଁ ଉପଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ୱରଙ୍କର ଆଶୀର୍ବାଦ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ୱରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿಮಿನ್ ಅಪ್ನಾವರ್ತಿ ಪಡ್ತಲೊ ಪಾವ್ಸ್ ಘೆವ್ನ್, ಕೊನಾಕ್ ತರಿಬಿ ಸೆತ್ ಕರುಕ್ ಅವಕಾಸ್ ಕರುನ್ ದಿಲ್ಲ್ಯಾ ತನ್ನಾ ಎವ್ಡಿಚ್ ದೆವಾಕ್ನಾ ಆಶಿರ್ವಾದ್ ಘೆವ್ಕ್ ಹೊತಾ.