Hebrews 6:8 — Compare Translations

7 translations compared side by side

Odia - 1840
"କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ଵେ ଶାପଗ୍ରସ୍ତ ହୁଏ, ପୁଣି ତାହାର ଚରମ ଦଶା ଅଗ୍ନିଦାହ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଭୂମି ଯଦି କଣ୍ଟା ଗଛ ଓ ବାଳୁଙ୍ଗା ଉତ୍ପନ୍ନ କରେ, ତେବେ ତାହାର କୌଣସି ମୂଲ୍ୟ ରହିବ ନାହିଁ। ତାହା ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ ଏବଂ ଅଗ୍ନିରେ ଧ୍ୱଂସ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସେହି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା’ହେଲେ ତାହା ଅକାମୀ ଅଟେ। ସେହି ଭୂମି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ଅଭିଶପ୍ତ ହୁଏ, ଓ ଶେଷରେ ତାହା ଅଗ୍ନି ଦ୍ୱାରା ବିନଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಚ್ ಜಿಮಿನ್ ಭಾತಾಚ್ಯಾ ಬದ್ಲಾಕ್ ಅನಿ ನಕ್ಕೊ ಹೊಲ್ಲಿ ಝಾಡಾ ಚಿಗ್ರುಕ್ ಅವ್ಕಾಸ್ ದಿಲ್ಯಾರ್ ತೆಕಾ ದೆವ್ ಶರಾಪ್ ದಿತಾ, ಅನಿ ಕಾಟ್ಯಾಂಚ್ಯಾ ಝಾಡಾಕ್ನಿ ಆಗಿತ್ ಘಾಲುನ್ ಹೊತಾ.