Hebrews 6:9 — Compare Translations

7 translations compared side by side

Odia - 1840
"ପ୍ରିୟ ମିତ୍ରଗଣ! ଆମ୍ଭେ ତୁମ୍ଭମାନଙ୍କୁ ଏହି କଥା କହୁଛୁ। କିନ୍ତୁ ପ୍ରକୃତ ରେ ଆମ୍ଭେ ତୁମ୍ଭମାନଙ୍କଠାରୁ ଅଧିକ ଉତ୍ତମ ବିଷୟ ଆଶା କରୁ। ଆମ୍ଭେ ନିଶ୍ଚିତ ଯେ ତୁମ୍ଭମାନେେ ପରିତ୍ରାଣର କଥା ଆମ୍ଭକୁ କହିବ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଯେଉଁ ପ୍ ରମେଭାବ ପ୍ରଦର୍ଶିତ କରିଛ, ସହେି ଭଲ କାମକୁ ପରମେଶ୍ବର ସଦାସର୍ବଦା ମନେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ ରୂପେ ବିଶ୍ଵାସ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ, ଆମେ ଏହିପରି କଥା କହିଲେ ସୁଦ୍ଧା ତୁମ୍ଭମାନଙ୍କ ଉପରେ ଆମର ଆସ୍ଥା ଅଛି; ତୁମ୍ଭେମାନେ ପରିତ୍ରାଣ ପାଇବା ନିମନ୍ତେ ଆର୍ଶୀବାଦର ପାତ୍ର ହୋଇ ରହିଛ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ମିତ୍ରଗଣ! ଆମ୍ଭେ ତୁମ୍ଭମାନଙ୍କୁ ଏହି କଥା କହୁଛୁ। କିନ୍ତୁ ପ୍ରକୃତରେ ଆମ୍ଭେ ତୁମ୍ଭମାନଙ୍କଠାରୁ ଅଧିକ ଉତ୍ତମ ବିଷୟ ଆଶା କରୁ। ଆମ୍ଭେ ନିଶ୍ଚିତ ଯେ ତୁମ୍ଭେମାନେ ପରିତ୍ରାଣର କଥା ଆମ୍ଭକୁ କହିବ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଯେଉଁ ପ୍ରେମଭାବ ପ୍ରଦର୍ଶିତ କରିଛ, ସେହି ଭଲ କାମକୁ ପରମେଶ୍ୱର ସଦାସର୍ବଦା ମନେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮಾಚ್ಯಾ ಬಾವಾನು, ಅಮಿ ಅಶೆ ಬೊಲ್ಯಾರ್‍ಬಿ ತುಮಿ ಹೆಚ್ಯಾನ್ಕಿಂತಾಬಿ ಬರೆ ಅನಿ ಸುಟ್ಕೆಚ್ಯಾ ವಾಟೆಕುಚ್ ಹಾಸಿ ಮನ್ತಲೆ ಮಾಕಾ ವಿಶ್ವಾಸ್ ಹಾಯ್.